Masthead

ଟ୍ରାକ୍ଟର ଓ ପିକ୍ଅପରେ ବୁହାହେଲା ମୃତଦେହ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବଗି ଉପରେ ବଗି ଚଢିଯାଇଥିଲା । ଚାପି ହୋଇ ରହିଯାଇଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ଏତେ ସହଜ ନଥିଲା । ଗ୍ୟାସ କଟରେ ବଗି କାଟି ମୃତାହତ ଯାତ୍ରୀଙ୍କୁ ଉଦ୍ଧାରର ଦୃଶ୍ୟ ଥିଲା ଛାତିଥରା । ଆମ୍ବୁଲାନ୍ସ ଅଭାବରୁ ଟ୍ରାକ୍ଟର ଓ ପିକ୍ଅପ୍ରେ ଶବ ଡାକ୍ତରଖାନାକୁ ବୁହାଯାଇଥିଲା । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର ଟ୍ରେନର ବଗିଗୁଡିକ ଉଠାଇବା ପରେ ଉଦ୍ଧାର କାର୍ଯ୍ୟ ସହଜ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର