Masthead

ପ୍ରାର୍ଥିପତ୍ର ଦାଖଲ କଲେ ମାନସ

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ) : ଉପନିର୍ବାଚନ ପାଇଁ ବାଲେଶ୍ୱର ଓ ତିର୍ତ୍ତୋଲ ରାଜନୀତି ସରଗରମ ହେବାରେ ଲାଗିଛି । ତିନି ପ୍ରମୁଖ ଦଳ ପ୍ରାର୍ଥୀ ତାଲିକା ଚୁଡାନ୍ତ କରିସାରିଲେଣି । ଆଜି ବାଲେଶ୍ୱରରେ ପ୍ରାର୍ଥିପତ୍ର ଦାଖଲ କରିଛି ବିଜେପି । ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେପିରୁ ପ୍ରାର୍ଥୀ ହୋଇଥିବା ମାନସ କୁମାର ଦତ୍ତ ଆଜି ତାଙ୍କ ସମର୍ଥକମାନଙ୍କ ସହ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ôଚ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଉପସ୍ଥିତ ଥିଲେ । ନଭେମ୍ବର ୩ରେ ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ନଭେମ୍ବର ୧୦ରେ ଭୋଟ ଗଣତି ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ