ମାନବିକତା ଦେଖାଇଲେ ସ୍ଥାନୀୟ ବସିନ୍ଦା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ମାନବିକତାର ପରିଚୟ ଦେଇଛନ୍ତି ବାଲେଶ୍ୱର ଓ ଭଦ୍ରକବାସୀ । ଜୀବନକୁ ବାଜିଲଗାଇ ଆହତମାନଙ୍କୁ ଉଦ୍ଧାର କରିବା, ଆହତମାନଙ୍କୁ ଡାକ୍ତରଖାନାରେ ସେବା ଯୋଗାଇ ଦେଇଥିଲେ ସ୍ଥାନୀୟ ଲୋକେ ।
ଆହତମାନଙ୍କୁ ରକ୍ତ ଦେବାକୁ ଶହ ଶହ ଲୋକ ବାଲେଶ୍ୱର ଓ ଭଦ୍ରକ ଡାକ୍ତରଖାନାରେ ଧାଡିରେ ଠିଆ ହୋଇଛନ୍ତି । ଏଭଳି ସଙ୍କଟ ବେଳେ ପ୍ରତିଟି ଓଡ଼ିଆଙ୍କ ମାନବିକତା ଦେଖି ମୁଣ୍ଡ ନଇଁଯିବା ସ୍ୱାଭାବିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ