Masthead

ସେଇ ଶୁକ୍ରବାର, ସେଇ କରମଣ୍ଡଳ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସେଇ ଶୁକ୍ରବାର, ସେଇ କରମଣ୍ଡଳ । ୨୦୦୯ ଫେବୃୟାରୀ ୧୩ ଶୁକ୍ରବାର । ଯାଜପୁର ରୋଡ ଷ୍ଟେସନ୍ କରମଣ୍ଡଳ ଅତିକ୍ରମ କରିବା ବେଳେ ନିଆଁ ଲାଗିଯାଇଥିଲା । ବହୁ ବଗିରେ ନିଆଁ ଲାଗିଯାଇଥିଲା । ହୁତୁ ହୁତୁ ହୋଇ ଜଳିଥିଲା କରମଣ୍ଡଳ । ଯାତ୍ରୀଙ୍କ ବିକଳ କ୍ରନ୍ଦନରେ ଫାଟି ପଡିଥିଲା ସମଗ୍ର ଅଞ୍ଚଳ ।

୧୬ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୧୬୧ ଯାତ୍ରୀ ଗୁରୁତର ହୋଇଥିଲେ । ଆଜି ଥିଲା ଶୁକ୍ରବାର । ଦୁର୍ଘଟଣାଗ୍ରସ୍ତ ହୋଇଛି କରମଣ୍ଡଳ । ଶହ ଶହ ଯାତ୍ରୀଙ୍କର ମୃତୁ୍ୟ ହୋଇଥିବା ବେଳେ ୮୦୦ରୁ ଉଦ୍ଧ୍ୱର୍ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୦୦ରୁ ଅଧିକ ଗୁରୁତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା