Masthead

ବାହାନଗାରେ ପହଞ୍ଚିଲେ ମମତା ବାନାର୍ଜୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ସାଲିମାର ଓ କରମଣ୍ଡଳ ରେଳ ଦୁର୍ଗଟଣା ପରେ ଓଡ଼ିଶା ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ । ପ୍ରଥମେ ବାଲେଶ୍ୱରେ ପହଞ୍ଚିଥିଲେ ମମତା । ବର୍ତ୍ତମାନ ବାହାନଗାରେ ପହଞ୍ଚିଛନ୍ତି ମମତା ବାନାର୍ଜୀ । ଏହାପରେ ସେ ଆହତଙ୍କୁ ଭେଟିବାର ମଧ୍ୟ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ