Masthead

ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା