Masthead

ଦୁଃଖ ଦେଇଗଲା କରମଣ୍ଡଳ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ) ଅନ୍ଧାର ରାତିର ସାଜିଲା କାଳ । ନିିମିଷକ ଭିତରେ ସବୁକିଛି କରିଦେଲା ଛାରଖାର । ଏହି ମର୍ମନ୍ତୁଦ ଦୁର୍ଘଟଣା ସାରା ଦେଶକୁ ଦୋହାଲାଇ ଦେଇଛି । ଆଜି ପାଇଁ ଜାତୀୟ ପତାକାକୁ ଅର୍ଦ୍ଧନମିତ ରଖାଯାଇଛି । ସେପଟେ ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶ ଏବେ ବି ମର୍ମାହତ । ସମୟ ଗଡିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପରିବାର ପରିଜନ ନିଜ ଲୋକଙ୍କୁ ଏବେ ବି ଖୋଜି ହେଉଛନ୍ତି । ସବୁଆଡେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା