Masthead

ଲୌହଦାନବର ଚକ ତଳେ ଚାଲିଗଲା ଶିବପ୍ରସାଦଙ୍କ ପ୍ରାଣ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ):   ଲୌହଦାନବର ଚକ ତଳେ ଚାଲିଗଲା ଶିବପ୍ରସାଦଙ୍କ ପ୍ରାଣବାୟୁ । ବାଲେଶ୍ଵର ଜିଲ୍ଲାର ବାହାନଗା ରେଳଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ରାଛିପୁର ଗାଁର ଶିବପ୍ରସାଦ ସାହୁଙ୍କର ମୃତ୍ୟୁ ଘଟିଛି । ଶିବପ୍ରସାଦ ଜେନେରାଲ କମ୍ପାର୍ଟମେଣ୍ଟରେ ରହିଥିଲେ । ଏହି ଟ୍ରେନର ରିଜର୍ଭେସନ କମ୍ପାର୍ଟମେଣ୍ଟରେ ଥିବା ଏହି ଗାଁର କୁଳମଣି ସାହୁ ଜୀବନ ବଞ୍ଚାଇ ଘରକୁ ଫେରିପାରିଛନ୍ତି।

ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି। ସେପଟେ ଶିବପ୍ରସାଦଙ୍କ ମୃତଦେହ ଗାଁରେ ପହଞ୍ଚିଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ ରାଛିପୁର ଗାଁରେ ପହଞ୍ଚି ମୃତ ଶିବପ୍ରସାଦଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ସେ କୁଳମଣିଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି