Masthead

ଜ୍ୱରରେ କମ୍ପୁଛନ୍ତି ମହାବାହୁ, ଆଜିଠୁ ଅଲାର ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ):  ସ୍ନାନଯାତ୍ରା ଓ ଗଜବେଶ ଦର୍ଶନ ପରେ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ୱରରେ ପୀଡିତ ହୋଇଛନ୍ତି । ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି । ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ । ଆଜିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଅଲାରନାଥ ପୀଠରେ ସବୁ ପ୍ରସ୍ତୁତି ଶେଷ ହୋଇଛି ।

ଆଜି ଭୋରୁ ଶ୍ରୀଅଲାରନାଥଙ୍କ ମନ୍ଦିର ଦ୍ୱାରଫିଟା ପରେ ମଙ୍ଗଳଆରତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ୱାରପାଳ ପୂଜା, ସ୍ୱୂର୍ୟ୍ୟ ପୂଜା ଶେଷ ହୋଇଛି । ସକାଳ ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହୋଇଛି । ଦର୍ଶନକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ