Masthead

ମରାମତି ପରେ ଗଡ଼ିଲା ଟ୍ରେନ, ହାତ ଯୋଡି ଟ୍ରେନକୁ ମୁଣ୍ଡିଆ ମାରିଲେ ରେଳମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ମରାମତି ଗଡ଼ିଲା ଟ୍ରେନ । ପରୀକ୍ଷାମୂଳକ ଭାବେ ଅପ ଓ ଡାଉନ ଲାଇନରେ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘ ୫୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ବାହାନଗା ଷ୍ଟେସନରେ ଗଡ଼ିଛି ଟ୍ରେନ୍‌। ଉଭୟ ଟ୍ରାକ୍‌ରେ ରବିବାର ରାତିରେ ମାଲବାହୀ ଟ୍ରେନ୍‌ ଚଳାଚଳ କରିଥିବା ବେଳେ କିଛି ପାସେଞ୍ଜର ଟ୍ରେନ ମଧ୍ୟ ଚଳାଚଳ କରିଛି । ଗତକାଲି ରାତି ପ୍ରାୟ ୧୦ ଟା ପରେ ଉଭୟ ଅପ୍ ଏବଂ ଡାଉନରେ ପରକ୍ଷାମୂଳକ ଭାବେ ମାଲଗାଡି ଚଳାଚଳ ଆରମ୍ଭ ହୋଇଥିଲା । ଟ୍ରେନ ଗଡ଼ିବା ପୂର୍ବରୁ ଭାବବିହ୍ୱଳ ହୋଇପଡିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ହାତ ଯୋଡ଼ି ଟ୍ରେନକୁ ମୁଣ୍ଡିଆ ମାରିଥିଲେ । କହିଥିଲେ ଏବେବି ଦାୟିତ୍ୱ ସରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼