Masthead

ମରାମତି ପରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ଟ୍ରାକ୍‌ ମରାମତି ପରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦୁର୍ଘଟଣାସ୍ଥଳ ବାହାନଗା ଷ୍ଟେସନ ଦେଇ ଅତିକ୍ରମ କଲା ବନେ୍ଦ ଭାରତ ଟ୍ରେନ । ଘଣ୍ଟା ପ୍ରତି ୧୫/୨୦ କିମି ବେଗରେ ମନ୍ଥର ଗତିରେ ଗଲା । ହାୱଡ଼ାରୁ ପୁରୀ ଅଭିମୁଖେ ବାହାରିଛି ବନ୍ଦେ ଭାରତ । ୫୧ ଘଣ୍ଟା ପରେ କାଲି ଟ୍ରାକ୍‌ ମରାମତି କାମ ଶେଷ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ