Masthead

ଏମ୍ସରେ ଡିଏନଏ ଟେଷ୍ଟ ପ୍ରକିୟା ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଆରମ୍ଭ ହୋଇଛି ଭୁବନେଶ୍ୱର ଏମ୍ସରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ୧୦ରୁ ଅଧିକ ପରିବାର ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି । ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନର କରିଯିବ । ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଂଟେନରରେ ସଂରକ୍ଷିତ ହୋଇ ରହିଛି । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୫୯ଟି ମୃତଦେହ ହସ୍ତାନ୍ତର ପାଇଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି