Masthead

‘ଫିଜିକାଲି ଟାମ୍ପରିଂ ନହେଲେ ସିଗ୍ନାଲରେ ଗଡ଼ବଡ଼ ହେବନି’

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନଟ୍ରାଜେଡି । ଖୋର୍ଦ୍ଧା ଡିଆରଏମଙ୍କ ବିସ୍ଫୋରକ ବୟାନ । କହିଲେ ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ତା’ହେଲେ ସିଗ୍ନାଲରେ ଗଡ଼ବଡ଼ ହେବନି। ଟେକ୍ନିକାଲି ଏହା ସମ୍ଭବ ନୁହେଁ। ସେ ଆହୁରି କହିଛନ୍ତି ମେନ୍ ଲାଇନରେ ଗ୍ରୀନ୍ ସିଗ୍ନାଲ ଥିଲା। ପ୍ରି କଣ୍ଡିସନ୍ ଠିକ୍ ଥିଲେ ହିଁ ଗ୍ରୀନ୍ ସିଗ୍ନାଲ ହୋଇଥାଏ । ଯଦି କିଛି ତ୍ରୁଟି ଥିବ, ତେବେ କେବେ ବି ଗ୍ରୀନ୍ ସିଗ୍ନାଲ ହେବନି, ରେଡ୍ ଲାଇଟ୍ ଜଳିବ।

କରମଣ୍ଡଳ ଏକସପ୍ରେସ୍ ଯାଉଥିବା ମେନ୍ ଲାଇନରେ ଗ୍ରୀନ୍ ସିଗ୍ନାଲ ଥିଲା ବୋଲି ଡାଟା ଲକରୁ ସ୍ପଷ୍ଟ ହୋଇଛି । ଏହି କାରଣରୁ ସିଗ୍ନାଲକୁ ଫିଜିକାଲି ଟାମ୍ପରିଂ କରାଯାଇଥିବା ଖୋର୍ଦ୍ଧା ଡିଆରଏମ୍ ସନ୍ଦେହ କରିଛନ୍ତି। ଏହି ଗଡ଼ବଡ଼ରୁ ହିଁ ଏତେ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ