Masthead

ଟ୍ରେନରେ ଧୂଆଁ, ଓହ୍ଲାଇଗଲେ ଯାତ୍ରୀ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଏକ୍ସପ୍ରେସ ଟ୍ରେନରେ ଧୂଆଁ । ବ୍ରହ୍ମପୁର ଷ୍ଟେସନରେ ଧୂଆଁ ଦେଖି ଓହ୍ଲାଇଗଲେ ଯାତ୍ରୀ । ସିକନ୍ଦରାବାଦ୍-ଅଗରତାଲା ଏକ୍ସପ୍ରେସ ବି-୫ ବଗିରୁ ଧୂଆଁ ବାହାରିଥଲା । ଧୂଆଁକୁ ନିର୍ବାପିତ କରାଯାଇଥିଲେ ମଧ୍ୟ ଯାତ୍ରୀ ଏହି ବଗିରେ ଯିବାକୁ ଅମଙ୍ଗ ହେଉଥିଲେ । ସର୍ଟସର୍କିଟରୁ ଧୂଆଁ ବାହାରିଥିବା ପୂର୍ବତଟ ରେଲୱେ ପକ୍ଷରୁ ସୂଚନା । ମାଇନର ଇଲେକ୍ଟ୍ରିକାଲ୍ ଇସୁ୍ୟ ଥିଲା ଠିକ କରାଯାଇଥିବା କହିଛନ୍ତି ରେଲୱେ ବିଭାଗ । ନିକଟରେ ହୋଇଥିବା ବାହାନଗା ରେଳଦୁର୍ଘଟଣା ହେତୁ ଯାତ୍ରୀ ଭୟଭୀତ ହୋଇ ଉକ୍ତ ଟ୍ରେନରେ ଯିବାକୁ ମନା କରୁଥିଲେ । ଯାତ୍ରୀଙ୍କୁ ବୁଝାସୁଝା କରି ଟ୍ରେନରେ ବସାଗଲା । ୪୫ ମିନିଟ ପରେ ଗଡିଲା ସିକନ୍ଦରାବାଦ୍-ଅଗରତାଲା ଏକ୍ସପ୍ରେସ ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ