‘ରାତିସାରା ଫୋନ ଅପରେଟ କରିଥିଲେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣାକୁ ନେଇ ସରକାରୀ ଦଳ ମୁଖ୍ୟସଚେତକ ପ୍ରଶାନ୍ତ ମୁଦୁଲିଙ୍କ ପ୍ରତିକ୍ରିୟା । କହିଛନ୍ତି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବାରେ ନବୀନ ଏକ ନମ୍ବର। ଏକଥା ଅନେକ ଥର ପ୍ରମାଣିତ ହୋଇସାରିଛି । ରେଳ ଦୁର୍ଘଟଣାରେ ନବୀନଙ୍କ ପରି ଜଣେ ସମ୍ବେଦନଶୀଳ ମଣିଷ ଏହାକୁ ଗୁରୁତର ସହ ନେଇଛନ୍ତି। ଏମିତି କି ମୁଖ୍ୟମନ୍ତ୍ରୀ ରାତି ସାରା ଫୋନରେ ଅପରେଟ କରିଛନ୍ତି। ସକାଳ ୭ ପୂର୍ବରୁ ବାହାନଗାରେ ପହଂଚିଛନ୍ତି। ସରକାରୀ ଓ ବେସରକାରୀ ସ୍ତରରେ କାମକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସବୁବେଳେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶରେ ଆମର ବ୍ୟବସ୍ଥା ସକ୍ରିୟତାର ସହ କାମ କରେ।

ଏହା ଏକ ସ୍ପର୍ଶକାତର ଘଟଣା। ଏଭିଳି ଘଟଣା ବହୁତ କମ ଘଟେ। ଏଥରେ ଅନେକ ଲୋକ ଭଲ କାମ କରିଛନ୍ତି। ଦଳଗତ ନିର୍ବିଶେଷରେ ସମସ୍ତେ ସମବେଦନା ଜଣାଉଛନ୍ତି। ପ୍ରଧାନମନ୍ତ୍ରୀ ନିଜ କାର୍ଯ୍ୟକ୍ରମ ବାତିଲ କରି ଆସିଛନ୍ତି। ଘଟଣା ଯେତେବେଳେ ଘଟି ସାରିଛି। ତଦନ୍ତ ହେବା ସ୍ବାଭାବିକ। ଭୁଲ ସାମ୍ନାକୁ ଆସିବା ଦରକାର। ଏ ଭଳି ଘଟଣାରେ ରାଜନୈତିକ ବୟାନ ବାଜି ହେବା ସ୍ବାଭାବିକ। ବିଜେଡିର ଆହ୍ୱାନ ମାନବ ସେବା ପାଇଁ ସେ ସବୁରୁ ଉର୍ଦ୍ଧ୍ବରେ ଉଠିବା ଦରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’