Masthead

‘୮୭ ମୃତଦେହ ଚିହ୍ନଟ ହୋଇଛି , ୩୧ ଏବେ ବି ନିଖୋଜ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଟକ ଏସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆହତଙ୍କୁ ଭେଟିବା ପରେ ମମତା ବାନାର୍ଜୀ ରଖିଛନ୍ତି ପ୍ରତିକ୍ରିୟା । କହିଛନ୍ତି ୩୧ ଜଣ ଏବେ ବି ନିଖୋଜ ଅଛନ୍ତି ।୧୦୩ ମୃତଦେହ ଚିହ୍ନଟ ହୋଇଛି । ୯୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏପର୍ୟ୍ୟନ୍ତ ୮୭ ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚିଛି । ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର ମିଳିତ ଭାବେ କାର୍ୟ୍ୟ କରୁଛନ୍ତି । ଟ୍ରେନ୍ ଦୁର୍ଘଟଣାର ସିବିଆଇ ତଦନ୍ତ କରୁଛି । ସତ ସାମ୍ନାକୁ ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼