Masthead

ମାମଲା ରୁଜୁ କଲା ସିବିଆଇ

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ମାମଲା ରୁଜୁ କଲା ସିବିଆଇ । ରେଳ ମନ୍ତ୍ରାଳୟ ଆବେଦନରେ ତଦନ୍ତ ପାଇଁ ମାମଲା ରୁଜୁ ହୋଇଛି । ପୂର୍ବରୁ ମାମଲା ରୁଜୁ କରିଥିଲା ଜିଆରପି । ଜିଆରପି ଠାରୁ ତଦନ୍ତ ଭାର ନେଲା ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ