Masthead

୩୯ ମୃତକଙ୍କ ପାଇଁ ୧.୯୫ କୋଟି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା । ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିରୁ ୧.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି । ୭ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ କରାଯିବ । ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ