Masthead

ମୃତକ ଓ ଆହତଙ୍କୁ ଖୋଜୁଛି ଡଗ ସ୍କ୍ୱାଡ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରୋଜେଡି । ଆଖି ଆଗରେ ଜଳ ଜଳ ହେଉଛି ସେଦିନର ଦୃଶ୍ୟ । ଏନଡିଆରଏଫ ଠାରୁ ଆରମ୍ଭ କରି ସମସ୍ତ ଉଦ୍ଧାରକାରୀ ଦଳ ମୃତକ ଆହତଙ୍କୁ ଉଦ୍ଧାର କରିବାରେ ଲାଗି ପଡ଼ିଥିଲେ । କିନ୍ତୁ ଦୁର୍ଘଟଣାଗ୍ରସ୍ତ ଟ୍ରେନ୍ ବଗି ଗୁଡିକରୁ ମୃତ ଓ ଆହତଙ୍କୁ ଠାବ କରିଥିଲା ଏନଡିଆରଏଫର ଡଗ୍ ସ୍ୱାର୍ଡ । ଯେଉଁସବୁ ବଗି ଭିତରେ, ଉଦ୍ଧାରକାରୀ ଦଳ ପଶିବା କଷ୍ଟକର ହୋଇଥିଲା ସେଠି ଠାବ କରିବାରେ ସହଯୋଗ କରିଥିଲେ ଡଗ ସ୍କ୍ୱାର୍ଡ ।

ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୬ଟି ଡଗ୍ ନିୟୋଜିତ ହୋଇଥିଲେ । ସେମାନଙ୍କ ମଧ୍ୟରେ ଥିଲେ କାଇଜର ଓ ବନି । ଦୁର୍ଘଟଣାଗ୍ରସ୍ତ ବଗିରେ ଯେତେବେଳେ ଉଦ୍ଧାର ଚାଲିଥିଲା, ସେତେବେଳେ ଏମାନେ ଯାତ୍ରୀଙ୍କୁ ଖୋଜିବାରେ ସହଯୋଗ କରିଥିଲେ । ଭଂଗା ବଗି ତଳେ ଫଶି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ସହଜ ହୋଇଥିଲା । ଆଉ ବଂଚି ଯାଇଥିଲା ଅନେକଙ୍କ ଜୀବନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା