Masthead

ଦିଲ୍ଲୀ ଏମ୍ସ ଗଲା ୩୦ ସାମ୍ପୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଏବେ ବି ପଡି ରହିଛି ଅନେକ ଶବ । ମୃତକଙ୍କ ଏବେବି ମିଳୁ ନାହିଁ ପରିଚୟ । ପରିଚୟ ମିଳୁନଥିବା ମୃତଦେହର ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ । ଅଚିହ୍ନା ଏବଂ ଦ୍ୱନ୍ଦ ସୃଷ୍ଟି କରୁଥିବା ମୃତଦେହର ଡିଏନଏ ଟେଷ୍ଟ କରାଯିବ । ରିପୋର୍ଟ ଆସିବା ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଏମ୍ସ ନିର୍ଦ୍ଦେଶକ କହିଛନ୍ତି । ଏମସରେ ଚିହ୍ନଟ ହେଉଥିବା ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନର ହୋଇଛି । ସେପଟେ ଡିଏନଏ ଟେଷ୍ଟ ପାଇଁ ୩୦ ସାମ୍ପୁଲ ଦିଲ୍ଲୀ ପଠାଯାଇଛି ।

ଏବେବି କିଛି ଲୋକଙ୍କ ପରିଚୟ ମିଳିପାରୁନାହିଁ । ବଡିର ମାର୍କ ଅନୁସାରେ ମୃତଦେହ ଚିହ୍ନଟ କରାଯାଉଛି । ସମ୍ପୂର୍ଣ ପରିଚୟ ଦେଖି ଭେରିଫିକେସନ କରି ଶବ ହସ୍ତାନ୍ତର କରାଯାଉଛି ବୋଲି କହିଛନ୍ତି ଏମ୍ସ ନିର୍ଦ୍ଦେଶକ । ଅନ୍ୟପଟେ ଏବେ ବି ନିଜ ଆତ୍ମୀୟଙ୍କୁ ଖୋଜୁଛନ୍ତି ପରିବାର ଲୋକେ । କିଏ ସ୍ୱାମୀକୁ ଖୋଜୁଛି ତ ଆଉ କିଏ ସ୍ତ୍ରୀକୁ । କିଏ ଭାଇକୁ ଖୋଜୁଛି ତ ଆଉ କିଏ ଭଉଣୀକୁ । ଆଉ କିଏ ନିଜ ନିଜ ପରିବାର ଲୋକଙ୍କୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼