Masthead

ବଢ଼ିଲା ଧାନର ସହାୟକ ମୂଲ୍ୟ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ବଢ଼ିଲା ଧାନର ସହାୟକ ମୂଲ୍ୟ । ଧାନ ଏମଏସପି ବଢ଼ାଇଲା କେନ୍ଦ୍ର । ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ୨୧୮୩ କୁ ବୃଦ୍ଧି । ଗ୍ରେଡ-ଏ ଧାନ ସହାୟକ ମୂଲ୍ୟ କୁଇଣ୍ଟାଲ ୨୨୦୩କୁ ବୃଦ୍ଧି । ମୁଗ କୁଇଣ୍ଟାଲ ମୂଲ୍ୟ ୮୫୫୮, ବିରି ୬୯୫୦ । ବାଦାମ କୁଇଣ୍ଟାଲ ମୂଲ୍ୟ ୬୩୭୭, କପା ୬୬୨୦ । ହରଡ଼ ଡାଲି କୁଇଣ୍ଟାଲ ମୂଲ୍ୟ ୭୦୦୦ କୁ ବୃଦ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ