Masthead

ଓଡ଼ିଶାରେ ପୁଣି ଟ୍ରେନ୍ ଟ୍ରାଜେଡି

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ରୋଡ ଷ୍ଟେସନରେ ଅଘଟଣ । ଟ୍ରେନରେ କଟି ୪ମୃତ, ୪ ଗୁରୁତର । ବର୍ଷା ଯୋଗୁଁ ଟ୍ରେନ୍ ତଳେ ଆଶ୍ରୟ ନେଇଥିଲେ । ଟ୍ରେନ୍ ଛାଡିଦେବାରୁ କଟିଗଲେ । ଆହତମାନେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି । ମୃତାହତମାନେ ଶ୍ରମିକ ଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ