Masthead

ପରଲୋକରେ ଆଙ୍କର ଗୀତାଞ୍ଜଳୀ ଆୟାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପରଲୋକରେ  ଆଙ୍କର ଗୀତାଞ୍ଜଳୀ ଆୟାର । ଗୀତାଞ୍ଜଳୀ ଟେଲିଭିଜନ ଉପସ୍ଥାପିକା ତଥା ଦୂରଦର୍ଶନର ପ୍ରଥମ ମହିଳା ଇଂରାଜୀ ନ୍ୟୁଜ୍ ଉପସ୍ଥାପିକା । ଆୟାରଙ୍କ ବୁଧବାର ପରଲୋକ ଘଟିଛି। ୩ ଦଶନ୍ଧିର କାର୍ଯ୍ୟକାଳରେ ୪ ଥର ଶ୍ରେଷ୍ଠ ଖବର ଉପସ୍ଥାପିକା ପୁରସ୍କାର ହାସଲ କରିଥିଲେ। ତାଙ୍କର ବିୟୋଗରେ ସାମ୍ବାଦିକତା ଜଗତରେ ଗଭୀର ଶୋକ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା