Masthead

ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅପରବର୍ତ୍ତିତ ରହିଲା ରେପୋ ରେଟ୍ । ପ୍ରେସମିଟ କରି ସୂଚନା ଦେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସୁଧ ହାର ୬.୫ ପ୍ରତିଶତ ରହିଛି । ରେପୋ ରେଟ ଅପରିବର୍ତିତ ରହିଥିବାରୁ ସାଧାରଣ ଲୋକଙ୍କ ଆସ୍ୱସ୍ତି ମିଳିଛି । ତେବେ ୨୦୨୪ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ୪ ପ୍ରତିଶତ ଉପରେ ରହିବାର ସମ୍ଭବନା ରହିଛି । ତେଣୁ ଏହା ଉପରେ ନଜର ରଖାଯାଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି ।

ଚଳିତ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ୬ ଦଶମିକ ୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ପ୍ରଥମ କ୍ୱାଟର ତଥା ପ୍ରଥମ ତିନିମାସରେ ଜିଡିପି ୮ ପ୍ରତିଶତ, ଦ୍ୱତୀୟ କ୍ୱାଟରରେ ୬ ଦଶମିକ ୫ ପ୍ରତିଶତ, ତୃତୀୟ କ୍ୱାଟରରେ ୬ ପ୍ରତିଶତ ଏବଂ ଚତୁର୍ଥ କ୍ୱାଟରରେ ୫ ଦଶମିକ ୭ ପ୍ରତିଶତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ