Masthead

ବଗିର ତୁରନ୍ତ ଯାଞ୍ଚ କରାଯାଉ : ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନ ଟ୍ରୋଜେଡ଼ି । ପ୍ରତିକ୍ରିୟା ରଖିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଛନ୍ତି ଏବେ ବି ଦୁଇଟି ବଗିର ଯାଞ୍ଜ କରାଯାଇ ନାହିଁ । ତାର ତୁରନ୍ତ ଯାଞ୍ଜ ହେବା ଦରକାର ।

ଆଉ ରାଜ୍ୟ ସରକାର ଅବହେଳା କରନ୍ତୁ ନାହିଁ। କାହିଁକି ନା ଦୁଇ ରାଜ୍ୟ ମଧ୍ୟ ନିଖୋଜ କଥା କହିଲେଣି। ତେଣୁ ସେହି ବଗିକୁ ଯାଞ୍ଜ କରାଯାଉ। ହୁଏତ ସେଥିରେ ମୃତ ଶରୀର ଓ ଜୀବିତ ଲୋକ ଥାଇ ପାରନ୍ତି । ଏଥିରେ ସନେ୍ଦହ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି