Masthead

ଭଙ୍ଗା ଯିବ ସ୍କୁଲଘର!

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡି । ଭଙ୍ଗା ଯାଇପାରେ ସ୍କୁଲ ଘର । ସ୍କୁଲ ପରିଦର୍ଶନ ବେଳେ ସୂଚନା ଦେଲେ ଜିଲ୍ଲାପାଳ । ପିଲା ଡରୁଥିବାରୁ ଭଙ୍ଗାଯାଇପାରେ ବାହାନଗା ହାଇସ୍କୁଲ । ସ୍କୁଲ ପରିଚାଳନା କମିଟି ନିଷ୍ପତି ନେଲେ ଭଙ୍ଗା ଯିବ ଘର । ଟ୍ରେନ ଦୁର୍ଘଟଣାରେ ଯାତ୍ରୀଙ୍କ ମୃତଦେହ ସ୍କୁଲରେ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ