Masthead

ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ । କଳାରେ ୭୮.୮୮ % ଛାତ୍ରଛାତ୍ରୀ ପାସ । କଳାରେ ୧ ଲକ୍ଷ ୮୧ ହଜାର ୮୬୯ ପାସ କରିଛନ୍ତି । ଧନ୍ଦାମୂଳକରେ ୬୭.୪୮ % ପାସ । ୩ ହଜାର ୮୬୦ ପିଲା ପାସ କରିଛନ୍ତି । ବାଲେଶ୍ୱର ପାସ ହାର ସର୍ବାଧିକ ଥିବାବେଳେ, ନବରଙ୍ଗପୁର ଜିଲ୍ଲାରେ ପାସ୍ ହାର ସର୍ବନିମ୍ନ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ