Masthead

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ନଥିଲେ ଜୁନ୍ ୨୩ରୁ ଫାଇନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଡ଼ି ଚାଳକଙ୍କୁ ଚେତାବନୀ । ଏଣିକି ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ନ ଲଗାଇଥିଲେ ଚାଳକ ଗଣିବେ ଫାଇନ । ଜୁନ୍ ୨୩ ତାରିଖରୁ ଏନେଇ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହେବ । ନମ୍ବର ପ୍ଲେଟ ଲାଗିନଥିବା ଗାଡ଼ି ଗୁଡ଼ିକଠାରୁ ଜରିମାନା ଆଦାୟ ହେବ । ଇ-ଚାଲାଣ କଟାଯାଇ ୫ ହଜାରରୁ ୧୦ ହଜାର ଟଙ୍କା ଜରିମାନ ହେବା ।ଏ ନେଇ ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍ ଏବଂ ଏନଫୋର୍ସମେଣ୍ଟ ଲାଲମୋହନ ସେଠୀ ସୂଚନା ଦେଇଛନ୍ତି। ୦୭.୦୬.୨୩ ସୁଦ୍ଧା ମୋଟ ୪୦,୯୩,୬୦୮ ଗାଡି ମାଲିକ ସ୍ଲଟ୍ ବୁକ୍ କରିଛନ୍ତି, ସେଥିମଧ୍ୟରୁ ୩୫,୮୭,୫୭୭ ଗାଡିରେ HSRP ଲଗାଯାଇଛି। ଦଣ୍ଡବିଧାନରୁ ରକ୍ଷା ପାଇବା ପାଇଁ ଯାନବାହାନ ମାଲିକମାନଙ୍କୁ ଶୀଘ୍ର HSRP ଲଗାଇବାକୁ ପରାମର୍ଶ ଦିଆଯାଇଛି।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର