Masthead

ମଣିପୁର ବିସ୍ଥାପିତଙ୍କୁ ୧୦୧ କୋଟି ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର

ମଣିପୁର(ବଡ଼ ଖବର ବ୍ୟୁରୋ): ମଣିପୁର ହିଂସାକାଣ୍ଡରେ ବିସ୍ଥାପିତଙ୍କୁ ୧୦୧ କୋଟି ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ନିଦେ୍ର୍ଦଶକ୍ରମେ ଏହି ରାଶି ଘୋଷଣା କରାଯାଇଛି । ମଣିପୁରରେ ବର୍ତ୍ତମାନ ସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି ଏବଂ ଗତ ୪୮ ଘଣ୍ଟା ମଧ୍ୟରେ କୌଣସି ସ୍ଥାନରେ ହିଂସା ହୋଇନଥିବା କୁଲଦୀପ ସୂଚନା ଦେଇଛନ୍ତି । ତେବେ ୫ଟି ଜିଲାରେ ୧୨ ଘଣ୍ଟା ଓ ଅନ୍ୟ କେତେକ ଜିଲାରେ ୮ରୁ ୧୦ ଘଣ୍ଟା ରାତ୍ରିକାଳୀନ ଆଇନ କୋହଳ କରାଯାଇଛି। ଆଇନ କୋହଳ ହେବା ପରେ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ସ୍ୱାଭାବିକ ରହିଛି । ବରିଷ୍ଠ ଅଧିକାରୀମାନେ ଦଙ୍ଗାଗ୍ରସ୍ତ ଅଞ୍ଚଳକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ