Masthead

ପାଣି ପାଇଁ ତାତିଲେ ମହିଳା

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ପାଣି ପାଇଁ ରାସ୍ତା ରୋକ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବିଉଁରିଆ ଗାଁରେ ପାଣି ସମସ୍ୟା ଦୂର ପାଇଁ ୨୨୦ନଂ ଜାତୀୟ ରାଜପଥର ତାଟୋ ଛକ ନିକଟରେ ମୁଖ୍ୟରାସ୍ତା ଅବରୋଧ କଲେ ଶତାଧିକ ମହିଳା । ଫଳରେ ଯାତାୟତ ବାଧାପ୍ରାପ୍ତ ହେବା ସହ ଉଭୟ ପାଶ୍ୱରେ ଅଟରହିଛି ଶହ ଶହ ଗାଡି । ଘଟଣାସ୍ଥଳରେ କରଞ୍ଜିଆ ପୋଲିସ, କରଞ୍ଜିଆ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଅଧିକାରୀ ପହଁଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି