Masthead

ବାହାନଗାରେ ୨ଜଣିଆ ସିବିଆଇ ଟିମ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପରେ ସିବିଆଇ ଟିମ ର ଲଗାତାର ତନାଘନା ଜାରି ରହିଛି । ପୂର୍ବରୁ ଦୁଇଥର ସିବିଆଇ ଟିମ ବାହାନଗାରେ ତଦନ୍ତ କରିଥିବା ବେଳେ, ଆଜି ତୃତୀୟ ଦିନରେ ବାହାନଗାରେ ୨ଜଣିଆ ସିବିଆଇ ଟିମ ପହଞ୍ଚିଛି । ହାର୍ଡଡିସ୍କ ସହ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ସଂଗ୍ରହ କରୁଛି ସିବିଆଇ । ପ୍ରାଇଭେଟ ନମ୍ବର, ଏକ୍ସଚେଞ୍ଜ ବୁକ ଯାଞ୍ଚ କଲା ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼