Masthead

ମନ୍ତ୍ରିମଣ୍ଡଳରୁ ବାଦ ପଡିବା ପରେ ପ୍ରତିକ୍ରିୟା ରଖିଲେ ରୋହିତ ପୂଜାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ । ରିପୋର୍ଟ କାର୍ଡରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀ କଲେ ସୁପାରିସ । ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ ରାଜ୍ୟପାଳଙ୍କ ଅନୁମୋଦନ ପରେ ପ୍ରତିକ୍ରିୟା ରଖିଲେ ରୋହିତ ପୂଜାରୀ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୋ ଉପରେ ଆଶା ବହୁତ ଥିଲା ପୂରଣ ହୋଇପାରିନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀଆଗକୁ ଯୋଉ ଦାୟିତ୍ୱ ଦେବେ ତାହା କରିବି । ମୁଖ୍ୟମନ୍ତ୍ରୀ ମତେ ବିଗତ ଦିନରେ ବହୁତ ଆଶୀର୍ବାଦ କରିଛନ୍ତି । ମୁଁ ନୂଆ ମନ୍ତ୍ରୀ ହୋଇଥିଲି ଆହୁରି ସମୟ ଅଛି ଶିଖିବି । ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି , ଏଭଳି ପ୍ରତିକ୍ରିୟା ରଖିଛନ୍ତି ରୋହିତ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ