Masthead

ସକାଳ ସାଢ଼େ ୫ଟା ସୁଦ୍ଧା ୩୦.୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଅସହ୍ୟ ଗୁଳୁଗୁଳି । ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଭୋରରୁ ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି । ସକାଳ ସାଢ଼େ ୫ଟା ସୁଦ୍ଧା ରାଜଧାନୀରେ ୩୦.୨ ଡିଗ୍ରୀ ଟପିଲା ତାପମାତ୍ରା । ଆଦ୍ରତା ୯୬ ପ୍ରତିଶତ ରହିଥିବା ପାଣିପାଗ କେନ୍ଦ୍ରର ସୂଚନା । ତେବେ ଶୁକ୍ରବାର ଝାରସୁଗୁଡ଼ା ରାଜ୍ୟର ସବୁଠାରୁ ଉତପ୍ତ ସହର ଥିଲା ।

କେବଳ ଝାରସୁଗୁଡ଼ା ନୁହେଁ, ରାଜ୍ୟର ୧୬ଟି ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିଲା ବାଂଲାଦେଶ ନିକଟସ୍ଥ ଉତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ଏହା ଲଘୁଚାପରେ ପରିଣତ ହୋଇ ଦୁର୍ବଳ ହୋଇଯିବ । ଏହାର ପ୍ରଭାବରେ ଓଡ଼ିଶାରେ ଅହସ୍ୟ ଗରମ ଅନୁଭୂତ ହେଉଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର