ଜନଶତାଦ୍ଦୀ ଟ୍ରେନ ଲାଇନଚ୍ୟୁତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଲାଇନଚ୍ୟୁତ ହେଲା ଟ୍ରେନ । ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇ ସେଣ୍ଟ୍ରାଲ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିଲା ଜନଶତାଦ୍ଦୀ ଟ୍ରେନ । ଟ୍ରେନ ଯାତ୍ରୀଙ୍କୁ ଓହ୍ଲାଇବା ପରେ ସଫା ହେବାକୁ ୟାର୍ଡକୁ ଯିବା ବେଳେ ଲାଇନଚ୍ୟୁତ ହୋଇଥିଲା । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିଲା ।

ସୂଚନା ଅନୁସାରେ ବିଜୟୱାଡାରୁ ଆସୁଥିବା ଜନଶତାବ୍ଦି ଟ୍ରେନ ପୁରାଚି ଥାଲାଇଭରର ଡ.ଏମଜିଆର ଚେନ୍ନାଇ ସେଣ୍ଟ୍ରାଲ ଷ୍ଟେସନ ଯାତ୍ରୀଙ୍କୁ ଓହ୍ଲାଇବା ପରେ ବାସିନ ବ୍ରିଜ ୟାର୍ଡକୁ ସଫା ହେବାକୁ ଯାଉଥିଲା । ଏହି ସମୟରେ ଟ୍ରେନର ଏକ ବଗିରେ ପ୍ରଥମ ୨ଟି ଚକ ଲାଇନଚ୍ୟୁତ ହୋଇଥିଲା । ତେବେ ଲୋକପାଇଲଟ ଓ କର୍ମଚାରୀଙ୍କ ସହ ମିଶି ରେଳବାଇ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’