Masthead

ହଜି ଯାଇଥିବା ବା ଚୋରି ହୋଇଥିବା ମୋବାଇଲ ହୋଇପାରିବ ବ୍ଲକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣତଃ ଅନେକ ଲୋକ ମୋବାଇଲ ହଜିବା ବା ଚୋରି ହେବା ପରେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ସାଇବର ଠକେଇର ମଧ୍ୟ ଶିକାର ହୋଇଥାନ୍ତି । ତେବେ ଏନେଇ ଓଡ଼ିଶା ପୋଲିସ ଏକ ବଡ ପଦକ୍ଷେପ ନେଇଛି । ଓଡ଼ିଶା ପୋଲିସ ଅରଗାନାଇଜେସନ ମୋବାଇଲ ବ୍ଲକ କରିବା ପାଇଁ ଏକ ଲିଙ୍କ ପ୍ରୋଭାଇଡ କରିଛି । ସେହି ଲିଙ୍କକୁ ଓଡ଼ିଶା ପୋଲିସ ଅରଗାନାଇଜେସନ ତା’ର ଫେସବୁକ ପେଜରେ ମଧ୍ୟ ସେୟାର କରିଛି । ଯେଉଁ ଲିଙ୍କ ମାଧ୍ୟମରେ ଆପଣ ହଜିଯାଇଥିବା ବା ଚୋରି ହୋଇଥିବା ମୋବାଇଲକୁ ବ୍ଲକ କରିପାରିବେ । ଆପଣ ceir.sancharsaathi.gov.in/Home/index.jps   ଲିଙ୍କରେ କ୍ଲିକ କରି ମୋବାଇଲକୁ ବ୍ଲକ୍ କରିପାରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ