Masthead

୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଢେଙ୍କାନାଳରେ ହେବାକୁ ଥିବା ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣା ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ତେବେ ଚୂଡାନ୍ତ କାର୍ଯ୍ୟସୂଚୀ ବର୍ତମାନ ସୁଦ୍ଧା ଆସିନାହିଁ । କିନ୍ତୁ ଢେଙ୍କାନାଳ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ସୂଚନା ମିଳିଛି । ଏକ ବିଶାଳ ସମ୍ମିଳନୀରେ ସେ ଯୋଗଦାନ କରିବେ ।

ପ୍ରାୟ ୫୦ହଜାର ହିତାଧିକାରୀଙ୍କୁ ସମ୍ବୋଧନ କରିବେ । ଏହାସହ ଭାରତ ସରକାରଙ୍କ ଦ୍ୱାରା ପଦ୍ମ ପୁରସ୍କାର ପ୍ରାପ୍ତ ଏବଂ ଭାରତ ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଭେଟିବାର ମଧ୍ୟ କାର୍ୟ୍ୟକ୍ରମ ରହିଛି । ବିଜେପି ସରକାରର ୯ ବର୍ଷ ପୂର୍ତି ଅବସରରେ ସାରା ଦେଶରେ ମହା ଜନସମ୍ପର୍କ ଅଭିଯାନ କରୁଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!