Masthead

ଟ୍ରେନ ଟ୍ରାଜେଡ଼ି, ସ୍କାନରେ ୯ ଅଧିକାରୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଟ୍ରେନ ଟ୍ରାଜେଡ଼ିକୁ ପୂରିଛି ୧୦ ଦିନ । ଘଟଣାସ୍ଥଳକୁ ଘନ ଘନ ଦୌଡୁଛନ୍ତି ରେଳ ବିଭାଗର ବଡ଼ ବଡ଼ ପଦାଧିକାରୀ ଓ ସିବିଆଇର ସ୍ପେଶାଲ୍ ଟିମ । ତଥାପି ଟ୍ରେନ୍ ଟ୍ରାଜେଡିର ଖୋଲିପାରୁନି ଗୁମର । ସ୍କାନରରେ ଅଛନ୍ତି ୯ ଅଧିକାରୀ । ସେପଟେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଆତ୍ମାଙ୍କ ଶାନ୍ତି ସଦଗତି ଓ ଆହାତମାନଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଆଜି ମୁଣ୍ଡନ ସହ ଦଶାହ କର୍ମ ପାଳିଲେ ସାମାଜିକ କର୍ମୀ । ଆସନ୍ତା ତିନି ଦିନ ଧରି ଶାନ୍ତି ମହାଯଜ୍ଞ, ଅଖଣ୍ଡ ଗାୟତ୍ରୀଜପ ସହ ହେବ ଶ୍ରଦ୍ଧାଞ୍ଜଳି ସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’