Masthead

ବିପର୍ଯ୍ୟୟ ଆଣିପାରେ ବିପତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କରାଚୀ ମୁହାଁ ବିପର୍ଯ୍ୟୟ । ପ୍ରଭାବିତ ହୋଇପାରେ ଗୁଜରାଟ । ଉପକୂଳରେ ହାଇଆଲର୍ଟ ଜାରି କରାଯାଇଛି । ପର୍ଯ୍ୟଟକଙ୍କୁ ବେଳାଭୂମି ମନା କରାଯାଇଛି । ୧୨ ଘଂଟାରେ ଅତି ଭୀଷଣ ରୂପ ନେବ ବାତ୍ୟା ବପର୍ଯ୍ୟୟ । ଏହା ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ଅଗ୍ରସର ହେଉଛି । ୧୫ କିମ୍ବା ୧୬ ତାରିଖରେ କରାଚୀରେ ମାଡ ହୋଇପାରେ । ବାତ୍ୟା ଦକ୍ଷିଣ ଗୁଜରାଟ ଛୁଇଁ ଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ପ୍ରବଳ ବର୍ଷା ସହ ପବନର ବେଗ ଘଂଟା ପ୍ରତି ୧୨୦ କିମି ରହିପାରେ ବୋଲି ଆକଳନ କରାଯାଇଛି ।

ଗୁଜରାଟ ପୋରବନ୍ଦର ଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୫୯୦ କିମି ଦୂରରେ ବାତ୍ୟା କେନ୍ଦ୍ରୀଭୂତ ରହିଛି । ଘଂଟାପ୍ରତି ୬କିମି ବେଗରେ ଗତି କରୁଛି ବାତ୍ୟା । ବାତ୍ୟା ପ୍ରଭାବକୁ ଦୃଷ୍ଟିରେ ରଖି କେରଳ, କର୍ଣ୍ଣାଟକ, ଲକ୍ଷାଦ୍ୱୀପରେ ହାଇଆଲର୍ଟ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସବୁ ରାଜ୍ୟର ମତ୍ସଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ