Masthead

ବସରେ ଟିକେଟ କାଟିବେ ସିଦ୍ଧରମୈୟା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ଆଜି ଦିନକ ପାଇଁ ବସ କଣ୍ଡକ୍ଟର ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ବସରେ କାଟିବେ ଟିକେଟ । ସରକାରୀ ବସରେ ମହିଳାମାନଙ୍କୁ ମାଗଣା ଯାତ୍ରା ଲାଗି ଗତ ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ । ଆଉ ସେହି ପ୍ରତିଶ୍ରୁତି ପୂରଣ ପାଇଁ ଆଜି ସିଦ୍ଧରମୈୟା ବସ୍ ଭିତରେ ମହିଳା ଯାତ୍ରୀଙ୍କୁ ଦେବେ ମାଗଣା ଟିକେଟ ।

ଆଜି ‘ଶକ୍ତି ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି ସିଦ୍ଧରମୈୟା ।କାର୍ଯ୍ୟକ୍ରମ ଅନୁସାରେ ମୁଖ୍ୟମନ୍ତ୍ରୀ ବେଙ୍ଗାଲୁରୁ ମେଟ୍ରୋ ପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ ବସରେ ଯାତ୍ରା କରିବେ । ମହିଳା ଯାତ୍ରୀଙ୍କୁ ମାଗଣା ଟିକେଟ ପ୍ରଦାନ କରିବେ । ସେପଟେ ନିଜ ନିଜ ନିର୍ବାଚନ ମଣ୍ଡଳୀ ଓ ଜିଲ୍ଲାରେ ମନ୍ତ୍ରୀ ଓ ବିଧାୟକମାନେ ଏହି ଯୋଜନାର ଶୁଭାରମ୍ଭ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼