Masthead

ଆଶ୍ୱୀନରେ ଜୁଆଡ଼ି ସକ୍ରିୟ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଆଶ୍ୱୀନ ମାସ ଆସିଲେ ଗଞ୍ଜାମ ଜିଲ୍ଲାରେ ଜୁଆଡିମାନେ ସକ୍ରିୟ ହୋଇପଡିଥାନ୍ତି । ଗାଁଠୁ ଆରମ୍ଭକରି ସହରରେ ଯୁଆଡିମାନେ ଖୁଲମଖୁଲା ଜୁଆଖେଳ ଆରମ୍ଭ କରିଦିଅନ୍ତି । କେଉଁଠି ପୋଲିସର ଜାଣତରେ ଖେଳାଯାଏ ତ ଆଉ କୋଉଠି ଲୁଚିଛପି । ଯିଏ ପୋଲିସକୁ ମୁନାଫା ଦିଏ ସେ ଖସିଯାଏ ନହେଲେ ବିପଦ ଆସିଯାଏ । ପ୍ରତିଦିନ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ଉ କରି ଅନେକ ବ୍ୟକ୍ତିଙ୍କୁ ଗିରଫ କରୁଛି ପୋଲିସ ।

ଏଭଳି ବ୍ରହ୍ମପୁର ସହର ବଡ ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀବିହାର ଚତୁର୍ଥ ଲାଇନରେ ଏକ ବଡଧରଣର ଜୁଆଆଡ୍ଡା ଉପରେ ଚଢଉ କରିଛି ଗୋଷଣିନୂଆଗାଁ ପୋଲିସ । ଚଢାଉ ବେଳେ କିଛି ମହିଳାଙ୍କ ସମେତ ୧୪ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠୁ ୧ ଲକ୍ଷ ୭୦ ହଜାର ଟଙ୍କା ଓ ମୋବାଇଲ ଜବତ କରାଯାଇଛି । ଏହି ଗ୍ୟାଙ୍ଗରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼