Masthead

ଲଣ୍ଡନ ଓ ଆଇସଲାଣ୍ଡରେ ରିଲିଜ୍ ହେଲା ଓଡ଼ିଆ ଫିଲ୍ମ ‘ଫାଲଗୁନ ଚୈତ୍ର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଣ୍ଡନ ଓ ଆଇସଲାଣ୍ଡରେ ରିଲିଜ୍ ହେଲା ଓଡ଼ିଆ ଫିଲ୍ମ ଫାଲଗୁନ ଚୈତ୍ର । କନେକ୍ଟଭିଆ ମିଡିଆ ଦ୍ୱାରା ପ୍ରସ୍ତୁତ ଆଦ୍ୟା ଜଗଦେ୍ଦବ ପ୍ରଡକ୍ସନ୍ ବ୍ୟାନରେ ନିର୍ମିତ ଫାଲଗୁନ ଚୈତ୍ରର ନିର୍ଦ୍ଦେଶକ ତରୁଣ କୁମାର ଦାସଙ୍କୁ ଲଣ୍ଡନ ଓ ଆଇସଲାଣ୍ଡର ଓଡ଼ିଆ ଦର୍ଶକମାନେ ଭୂୟଅସୀ ପ୍ରଶଂସା କରିଛନ୍ତି । ଦେଶ ବିଦେଶରେ ଓଡ଼ିଆ ଭାଷା, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ନିର୍ଦ୍ଦେଶକ ତରୁଣ କୁମାର ଦାସ ପ୍ରତିଶ୍ରୁତିବନ୍ଧ ବୋଲି କହିଛନ୍ତି । ଲଣ୍ଡନ ଓ ଆଇସଲାଣ୍ଡରେ ଥିବା ଓଡ଼ିଆମାନଙ୍କ ପାଖରେ ଓଡ଼ିଆ ସିନେମା ଫାଲଗୁନ ଚୈତ୍ର ପହଞ୍ଚିବା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ନିଶ୍ଚୟ । ବିଦେଶରେ ରହୁଥିବା ଓଡ଼ିଆଙ୍କ ପାଖରେ ଓଡ଼ିଆପଣର ଟିକିଏ ଛିଟା ପକାଇବା କନେକ୍ଟଭିଆ ମିଡିଆର ଲକ୍ଷ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି