Masthead

ଭାଙ୍ଗିଲା ୪୦ ଫୁଟର ଧ୍ୟାନଚାନ୍ଦଙ୍କ ଷ୍ଟାଚ୍ୟୁ

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲାରେ ଭାଙ୍ଗିଲା ଧ୍ୟାନଚାନ୍ଦଙ୍କ ଷ୍ଟାଚ୍ୟୁ । ଭାଙ୍ଗିଲା ଧ୍ୟାନଚାନ୍ଦଙ୍କ ୪୦ ଫୁଟର ଷ୍ଟାଚ୍ୟୁ । ୫ ମାସ ତଳେ ତିଆରି ହୋଇଥିଲା ଏହି ଷ୍ଟାଚ୍ୟୁ । ହକି ବିଶ୍ୱକପ ପାଇଁ ତିଆରି ହୋଇଥିଲା ଏହି ଷ୍ଟାଚ୍ୟୁ । ନିମ୍ନମାନର କାମ ହେତୁ ଭାଙ୍ଗିପଡିଲା ଏୟାରପୋର୍ଟକୁ ଲାଗି ରହିଥିଲା ଏହି ବିରାଟ ଷ୍ଟାଚ୍ୟୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର