Masthead

୨୩ ବର୍ଷରେ ବିଦ୍ୟୁତ ଭିତ୍ତିଭୂମି ଅସଜଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ଖରାରେ ସିଝୁଛି ସାରା ଓଡ଼ିଶା । ତେଣେ ଅଘୋଷିତ ବିଦ୍ୟୁତ କାଟ ଲୋକଙ୍କୁ ଅତିଷ୍ଠ କରିପକାଉଛି । ମାତ୍ର ମନ୍ତ୍ରୀ ସତ ମାନିବାକୁ ନାରାଜା ।ବିଦ୍ୟୁତ ବିଭାଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ । ରାଜ୍ୟ ସରକାଙ୍କୁ ଟାର୍ଗେଟ କଲେ ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା । କହିଛନ୍ତି ଓଡ଼ିଶା ସରକାରଙ୍କ ବିଦ୍ୟୁତ ବିଭାଗ ସମ୍ବେଦନହୀନ । ଗାଁ ଗଣ୍ଡାରେ ନୁହେଁ ଭୁବନେଶ୍ୱରରେ ବି ବିଦ୍ୟୁତ ବିଭ୍ରାଟ ହେଉଛି । ମୁଖ୍ୟ ସଚିବଙ୍କ ନିଦ ହଜି ଗଲାଣି । କିନ୍ତୁ ଶକ୍ତି ମନ୍ତ୍ରୀ ଗାଲୁ ମାରୁଛନ୍ତି । ମନ୍ତ୍ରୀ ଟାଟା କମ୍ପାନୀର ପ୍ରବକ୍ତା ସାଜିଛନ୍ତି । ସେପଟେ ବିଦ୍ୟୁତ ନଥିବାରୁ ସାଧାରଣ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ। ଅଘୋଷିତ ବିଜୁଳି କାଟ ଲୋକଙ୍କ କଷ୍ଟ ବଢାଉଛି । କେବଳ ଭୁବନେଶ୍ୱର ନୁହେଁ ରାଜ୍ୟର ଅଧିକାଂଶ ସ୍ଥାନରେ ସମାନ ଅବସ୍ଥା । ମନ ଇଚ୍ଛା ଘଂଟା ଘଂଟା ଧରି ବିଦ୍ୟୁତ କାଟ କରୁଛି ଟାଟା ପାୱାର । ୨୩ବର୍ଷ ବିତିଗଲା । ବିଦ୍ୟୁତ ଭିତ୍ତିଭୂମି ସଜଡା ଗଲାନି । ଆଉ କେତେ ବର୍ଷରେ ଭତ୍ତିଭୂମିର ହେବ ବିକାଶ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି