Masthead

ଶରଦ ପାୱାରଙ୍କୁ ହତ୍ୟା ଧମକ, ଆଇଟି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ସୋସିଆଲ ମିଡିଆରେ ଏନସିପି ଚିଫ୍ ଶରଦ ପାୱାରଙ୍କୁ ହତ୍ୟା ଧମକ । ଶରଦଙ୍କୁ ଫେସବୁକ୍ ଓ ଟ୍ୱିଟର ସହ ସୋସିଆଲ ମିଡିଆରେ ହତ୍ୟା ଧମକ । ଏହି ଘଟଣାରେ ପୁନେର ଜଣେ ଆଇଟି ଇଞ୍ଜିନିୟରଙ୍କୁ ଗିରଫ କରିଛି ମୁମ୍ବାଇ କ୍ରାଇମବ୍ରାଞ୍ଚ । ଗତକାଲି ମୁମ୍ବାଇ ପୁଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଜୁନ୍ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଏନେଇ ଶରଦ ପାୱାରଙ୍କ ଝିଅ ମୁମ୍ବାଇ ପୁଲିସ୍‌ରେ ଏକ ମାମଲା ରୁଜୁ କରିଥିଲେ। ଫେସବୁକ୍ ପୋଷ୍ଟରେ ଲେଖାଥିଲା ଖୁବ୍ ଶୀଘ୍ର ଶରଦ ପାୱାରଙ୍କ ଅବସ୍ଥା ନରେନ୍ଦ୍ର ଦାଭୋଲକରଙ୍କ ପରି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ