Masthead

୬ କିମି ବେଗରେ ଅତିକ୍ରମ କରୁଛି ବାତ୍ୟା ବିପର୍ଯ୍ୟୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଗୁଜରାଟ ମୁହାଁ ବାତ୍ୟା ବିପର୍ୟ୍ୟୟ । ଆସନ୍ତା ୧୫ ତାରିଖରେ ଏହା ସ୍ଥଳଭାଗ ଛୁଇଁପାରେ। ଗୁଜରାଟର ମାଣ୍ଡଭି ଏବଂ ପାକିସ୍ତାନର କରାଚୀ ଅଂଚଳରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଣ୍ଟାପ୍ରତି ୬ କିମି ବେଗରେ ଅତିକ୍ରମ କରୁଛି ବାତ୍ୟା ବିପର୍ଯ୍ୟୟ। ଲ୍ୟାଣ୍ଡଫଲ ବେଳେ ବ୍ୟାପକ କ୍ଷତି ଘଟାଇପାରେ ବାତ୍ୟା ବିପର୍ଯ୍ୟୟ । ଜୋରରେ ପବନ ସାଙ୍ଗକୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସ୍ଥିତିକୁ ନେଇ ଗୁଜରାଟର ସୌରାଷ୍ଟ୍ର ଏବଂ ଏବଂ କଚ୍ଛ ଅଂଚଳରେ ଆଲର୍ଟ ଜାରି କରାଯାଇଛି।

ଆରବ ଉପକୂଳରେ ବଳ ଗୋଟାଇବା ପରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି ବିପର୍ଯ୍ୟୟ । କଚ୍ଛ, ଦ୍ୱାରକା, ପୋରବନ୍ଦର, ଜାମନନଗର, ରାଜକୋଟ, ଜୁନାଗଡ଼, ମୋରବିରେ ଏହାର ପ୍ରଭାବ ଅଧିକ ପଡ଼ିପାରେ। ଆସନ୍ତା ୫ ଦିନ ଯାଏ ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମାଛ ଧରିବାକୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରି ଦିଆଯାଇଛି। ଗୁଜରାଟ ସହ କେରଳ, କର୍ଣ୍ଣାଟକ ଏବଂ ଲାକ୍ଷାଦୀପରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା