Masthead

ଟ୍ରେନ ଟ୍ରାଜେଡି, ଏକାଦଶାହରେ ବିଶ୍ୱଶାନ୍ତି ମହାଯଜ୍ଞ

ବାହାନଗା (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡିକୁ ପୂରିଛି ୧୧ ଦିନ । ଏକାଦଶାହରେ ଆଜି ବିଶ୍ୱଶାନ୍ତି ମହାଯଜ୍ଞ କରାଯାଉଛି । ମୃତକଙ୍କ ଆତ୍ମାର ସଦଗତି ପାଇଁ ହେବ ସର୍ବଧର୍ମ ପ୍ରାର୍ଥନା । କାଲି ଦଶାହରେ ସମୂହ ମୁଣ୍ଡନ ହୋଇଥିଲେ ସ୍ଥାନୀୟ ବାସିନ୍ଦା ଓ ସାମାଜିକ ସଂଗଠନ । ଦିବଂଗତ ଆତ୍ମାଙ୍କର ସଦଗତି, ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହିତ ବାହାନଗା ଅଞ୍ଚଳରେ ଧାର୍ମିକ ପରିବେଶ ସୃଷ୍ଟି ନିମନ୍ତେ ବାହାନଗା, ସୋର ଅଞ୍ଚଳବାସୀ ଓ ବାଲେଶ୍ବର ସାମାଜିକ ସଂଗଠନ ପକ୍ଷରୁ ବିଶ୍ୱ ଶାନ୍ତି ମହାଯଜ୍ଞ କରାଯାଉଛି । ସକାଳ ୫ଟାରୁ ମହାଯଜ୍ଞ ଅନୁଷ୍ଠିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା