Masthead

ଭିଜିଲାନ୍ସ ଜାଲରେ ବ୍ୟାଙ୍କ ଆସିଷ୍ଟାଣ୍ଟ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ । ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କର ଭବାନୀପାଟଣା କୋମନା ବ୍ରାଞ୍ଚ ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ଼ । କେନ୍ଦ୍ରୀୟ କୋ-ଅପେରେଟିଭ ବ୍ୟାଙ୍କର ବ୍ୟାଙ୍କିଙ୍ଗ ସହାୟକ ପ୍ରଦୀପ ଚନ୍ଦ୍ରକାରଙ୍କ ଘରେ ଭିଜିଲାନ୍ସ ରେଡ଼। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ଚନ୍ଦ୍ରକାରଙ୍କ ବାସଭବନରେ ରେଡ କରିଛି ଟିମ । ଚଢାଉରେ ତିନି ଜଣ ଡ଼ିଏସପ. ତିନି ଜଣ ଇନିସପେକ୍ଟର ସାମିଲ ଅଛନ୍ତି । ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି