ଓଲଟିଲା ବରଯାତ୍ରୀ ଗାଡ଼ି, ୬ ଗୁରୁତର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ନୟନ ଯୋଡିକୁ ଖସିଲା ବରଯାତ୍ରୀ ଗାଡି । ୬ ଜଣ ଗୁରୁତର । ସୂଚନା ଅନୁସାରେ ବାଣିଦାଛକ ନିକଟରେ ବାଇକ୍ ଓ ବୋଲେର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଭାରସାମ୍ୟ ହରାଇ ନୟନ ଯୋଡିକୁ ଖସି ପଡିଥିଲା ବୋଲେରୋ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଜଳେଶ୍ଵର ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ନଛିଙ୍ଗପୁରକୁ ବାହାଘର ପାଇଁ ଯାଉଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ