Masthead

‘ଆମେ କ୍ଷମତାରେ ଅଛୁ , ଆଇନ ପରିସରରେ ରହି କାର୍ଯ୍ୟକ୍ରମ କରୁଛୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ବିଭ୍ରାଟକୁ ନେଇ ପ୍ରତିକ୍ରିୟା ରଖିଲେ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର । କହିଛନ୍ତି କାଳବୈଶାଖୀ ପ୍ରଭାବରେ ମୋ ଘର ବି ଗୋଟେ ଦିନ ଅନ୍ଧାରରେ ରହିଛି । ପବନର ବେଗ ଏତେ ରହିଥିଲା ଯେ ଯାହା ପରେ ସେଦିନ ରାତି ସାରା ଲାଇନ ଆସି ପାରିଲା ନାହିଁ । ଯେହେତୁ ଟ୍ରାନ୍ସଫର୍ମର ଖସି ପଡିଛି ଖୁଣ୍ଟ ଭାଙ୍ଗି ଯାଇଛି ତେଣୁ ସେହି କ୍ଷେତ୍ରରେ ପୁନରୁଦ୍ଧାର ପାଇଁ ସମୟ ଲାଗୁଛି । ବିରୋଧୀ ଦଳ ତାଙ୍କର କାର୍ଯ୍ୟକ୍ରମ କରିବା ପାଇଁ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସମୟରେ ବିଭିନ୍ନ ଟିପଣୀ ଦେଉଛନ୍ତି । ସେଥିରେ ଆମର ଯାଏ ଆସେ ନାହିଁ । ଆମେ କ୍ଷମତାରେ ଅଛୁ, ଆଇନ ପରିସରରେ ରହି କାର୍ୟ୍ୟକ୍ରମ କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି