Masthead

ଶକ୍ତିମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ କଟିଲା ଲାଇନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଶକ୍ତିମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ କଟିଲା ଲାଇନ୍ । ଶକ୍ତିମନ୍ତ୍ରୀ କହିଲେ ‘ଜେନେରେଟର ରଖିନ କି’ । ଡିଜିରେ ଚାଲିଲା ସଭାକାର୍ଯ୍ୟ । ବିଜୁଳି କଟିବା ନେଇ ପଚାରିବାରୁ ଚାଲିଗଲେ ମନ୍ତ୍ରୀ । ବିନା କାଳବୈଶାଖୀରେ କେମିତି କଟିଲା ବିଜୁଳି? ବାହାନଗାରେ କ’ଣ ଭିର୍ତିଭୂମି ନାହିଁ କି? ବାହାନଗା ବିଶ୍ୱଶାନ୍ତି ମହାଯଜ୍ଞରେ ପ୍ରତାପ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଆରମ୍ଭ ହେବା ବେଳେ କଟିଥିଲା ଲାଇନ ।

https://youtu.be/SbyNAHtDYrA

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା